ଯାତ୍ରା ପୁସ୍ତକ 9:18-19
ଯାତ୍ରା ପୁସ୍ତକ 9:18-19 ODIAOV-BSI
ଦେଖ, ଆମ୍ଭେ କାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ। ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ଵାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳା ବୃଷ୍ଟି ହେଲେ ସେମାନେ ମରିବେ।

