ଯାତ୍ରା ପୁସ୍ତକ 9:3-4

ଯାତ୍ରା ପୁସ୍ତକ 9:3-4 ODIAOV-BSI

ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଟକ, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ। ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସ୍ରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ-ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ।