ଯାତ୍ରା ପୁସ୍ତକ 9:9-10
ଯାତ୍ରା ପୁସ୍ତକ 9:9-10 ODIAOV-BSI
ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସ୍ରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ। ତହୁଁ ସେମାନେ ଭାଟୀର ଭସ୍ମ ନେଇ ଫାରୋ ଆଗରେ ଛିଡ଼ା ହେଲେ; ପୁଣି ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।

