ଆଦି ପୁସ୍ତକ 37:22

ଆଦି ପୁସ୍ତକ 37:22 ODIAOV-BSI

ଆଉ ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, ତୁମ୍ଭେମାନେ ରକ୍ତପାତ କର ନାହିଁ; ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇ ଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।