ଆଦି ପୁସ୍ତକ 37:28
ଆଦି ପୁସ୍ତକ 37:28 ODIAOV-BSI
ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି ଇଶ୍ମାଏଲୀୟମାନଙ୍କଠାରୁ କୋଡ଼ିଏ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।

