ଆଦି ପୁସ୍ତକ 38:9

ଆଦି ପୁସ୍ତକ 38:9 ODIAOV-BSI

ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା।