ଆଦି ପୁସ୍ତକ 39:6

ଆଦି ପୁସ୍ତକ 39:6 ODIAOV-BSI

ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ଵର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ଵ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ।