ଆଦି ପୁସ୍ତକ 41:52

ଆଦି ପୁସ୍ତକ 41:52 ODIAOV-BSI

ପୁଣି ଦ୍ଵିତୀୟ ପୁତ୍ରର ନାମ ଇଫ୍ରୟିମ (ଫଳବାନ) ରଖିଲେ, କାରଣ ସେ କହିଲେ, ମୋହର ଦୁଃଖଭୋଗର ଦେଶରେ ପରମେଶ୍ଵର ମୋତେ ଫଳବାନ କରିଅଛନ୍ତି।