ଆଦି ପୁସ୍ତକ 42:21
ଆଦି ପୁସ୍ତକ 42:21 ODIAOV-BSI
ଅନନ୍ତର ସେମାନେ ପରସ୍ପର କୁହାକୁହି ହେଲେ, ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।
 Bible App
Bible App Bible App for Kids
Bible App for Kids

