ଆଦି ପୁସ୍ତକ 45:4

ଆଦି ପୁସ୍ତକ 45:4 ODIAOV-BSI

ଅନନ୍ତର ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, ବିନୟ କରୁଅଛି, ମୋʼ ପାଖକୁ ଆସ; ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।