ଆଦି ପୁସ୍ତକ 46:4
ଆଦି ପୁସ୍ତକ 46:4 ODIAOV-BSI
ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।