ଆଦି ପୁସ୍ତକ 48:15-16
ଆଦି ପୁସ୍ତକ 48:15-16 ODIAOV-BSI
ଅନନ୍ତର ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, ଯେଉଁ ପରମେଶ୍ଵରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ଵର ଜନ୍ମାବଧି ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି, ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକାରଣ୍ୟ ହେଉନ୍ତୁ।

