ଆଦି ପୁସ୍ତକ 50:21

ଆଦି ପୁସ୍ତକ 50:21 ODIAOV-BSI

ଏଣୁକରି ତୁମ୍ଭେମାନେ ଏବେ ଭୀତ ହୁଅ ନାହିଁ, ମୁଁ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ବାଳକଗଣକୁ ପ୍ରତିପାଳନ କରିବି। ଏହି ପ୍ରକାରେ ଚିତ୍ତପ୍ରବୋଧକ କଥା କହି ସେ ସେମାନଙ୍କୁ ସାନ୍ତ୍ଵନା ଦେଲେ।