ଆଦି ପୁସ୍ତକ 50:25

ଆଦି ପୁସ୍ତକ 50:25 ODIAOV-BSI

ଆହୁରି ଯୋଷେଫ ଇସ୍ରାଏଲଙ୍କର ସନ୍ତାନମାନଙ୍କୁ ଏହି ଶପଥ କରାଇ କହିଲେ, ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ସେହି ସମୟରେ ତୁମ୍ଭେମାନେ ଏ ସ୍ଥାନରୁ ମୋହର ଅସ୍ଥି ନେଇଯିବ।