ଲୂକ 1:31-33
ଲୂକ 1:31-33 ODIAOV-BSI
ଆଉ ଦେଖ, ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ। ସେ ମହାନ ହେବେ ଓ ପରାତ୍ପରଙ୍କ ପୁତ୍ର ବୋଲି ଖ୍ୟାତ ହେବେ; ପ୍ରଭୁ ଈଶ୍ଵର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ, ସେ ଯାକୁବବଂଶ ଉପରେ ଯୁଗେ ଯୁଗେ ରାଜତ୍ଵ କରବେ, ପୁଣି ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ।
 Bible App
Bible App Bible App for Kids
Bible App for Kids




