ଲୂକ 4:18-19

ଲୂକ 4:18-19 ODIAOV-BSI

ପ୍ରଭୁଙ୍କର ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ, ପୁଣି ଉପଦ୍ରବପ୍ରାପ୍ତ ଲୋକମାନଙ୍କୁ ମୁକ୍ତ କରିବାକୁ, ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି।

គម្រោង​អាន​និង​អត្ថបទស្មឹងស្មាធិ៍ជាមួយ​ព្រះ ​​ដោយ​ឥត​គិត​ថ្លៃ​ ដែល​ទាក់​ទង​ទៅ​នឹង ଲୂକ 4:18-19