ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।” ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
អាន ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1
ចែករំលែក
ប្រៀបធៀបគ្រប់ជំនាន់បកប្រែ: ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 1:26-27
រក្សាទុកខគម្ពីរ អានគម្ពីរពេលអត់មានអ៊ីនធឺណេត មើលឃ្លីបមេរៀន និងមានអ្វីៗជាច្រើនទៀត!
YouVersion ប្រើប្រាស់សំណល់ទិន្នន័យ (cookies) ដើម្បីកំណត់បទពិសោធន៍តម្រូវសម្រាប់អ្នក។ ដោយការប្រើប្រាស់គេហទំព័ររបស់យើងខ្ញុំ នោះអ្នកយល់ព្រមលើការប្រើប្រាស់សំណល់ទិន្នន័យរបស់យើងខ្ញុំ ដូចបានពណ៌នានៅក្នុង គោលការណ៍ច្បាប់ឯកជន របស់យើងខ្ញុំ
គេហ៍
ព្រះគម្ពីរ
គម្រោងអាន
វីដេអូ