କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 1:20

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 1:20 ODCLBSI

ତେଣୁ ଏ ଯୁଗର ଜ୍ଞାନୀ, ପଣ୍ଡିତ କିମ୍ବା ତାର୍କିକମାନଙ୍କର ସ୍ଥାନ କେଉଁଠାରେ? ଏହି ଜଗତର ଜ୍ଞାନକୁ ମୂର୍ଖତା ବୋଲି ଈଶ୍ୱର ପ୍ରକାଶ କରି ନାହାନ୍ତି କି?