କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 10:13

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 10:13 ODCLBSI

ତୁମେ ଯେଉଁ ସକଳ ପରୀକ୍ଷାର ସମ୍ମୁଖୀନ ହୋଇଛ, ଲୋକେ ସାଧାରଣତଃ ସେହି ପ୍ରକାର ପରୀକ୍ଷାର ସମ୍ମୁଖୀନ ହୋଇଥାନ୍ତି, କିନ୍ତୁ ଈଶ୍ୱର ତାଙ୍କ ପ୍ରତିଜ୍ଞା ରକ୍ଷାରେ ବିଶ୍ୱସ୍ତ। ସେ ତୁମ୍ଭମାନଙ୍କୁ ତୁମ ଶକ୍ତିର ବାହାରେ ପରୀକ୍ଷିତ ହେବାକୁ ଦେବେ ନାହିଁ। ତୁମେ ପରୀକ୍ଷିତ ହେବାବେଳେ, ସହ୍ୟ କରିବା ପାଇଁ ଈଶ୍ୱର ତୁମକୁ ଶକ୍ତି ଯୋଗାଇ ଦେବେ ଓ ଉଦ୍ଧାରର ପଥ ଦେଖାଇ ଦେବେ।

គម្រោង​អាន​និង​អត្ថបទស្មឹងស្មាធិ៍ជាមួយ​ព្រះ ​​ដោយ​ឥត​គិត​ថ្លៃ​ ដែល​ទាក់​ទង​ទៅ​នឹង କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 10:13