କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 11:23-24

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 11:23-24 ODCLBSI

ଏ ସମ୍ପର୍କରେ ପ୍ରଭୁଙ୍କଠାରୁ ମୁଁ ଯେଉଁ ନିର୍ଦ୍ଦେଶ ପାଇଛି, ତୁମ୍ଭମାନଙ୍କୁ ଜଣାଉଛି। ପ୍ରଭୁ ଯୀଶୁ ଶତ୍ରୁମାନଙ୍କ ହାତରେ ସମର୍ପିତ ହେବା ରାତିରେ ରୋଟୀ ନେଇ ଈଶ୍ୱରଙ୍କ ଧନ୍ୟବାଦ କଲେ, ତାହା ଭାଙ୍ଗି କହିଲେ, “ଏହି ହେଉଛି ତୁମ୍ଭମାନଙ୍କ ନିମନ୍ତେ ଉଦ୍ଦିଷ୍ଟ ମୋର ଶରୀର। ମୋତେ ସ୍ମରଣ କରିବା ପାଇଁ ଏହା କର।”