କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 11:28-29
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 11:28-29 ODCLBSI
ତେଣୁ ଏହି ରୋଟୀ ଭୋଜନ କରିବା ପୂର୍ବରୁ ଓ ପାନପାତ୍ରରୁ ପାନ କରିବା ପୂର୍ବରୁ ପ୍ରତ୍ୟେକେ ଆତ୍ମପରୀକ୍ଷା କରନ୍ତୁ। କାରଣ ଯେଉଁ ବ୍ୟକ୍ତି ପ୍ରଭୁଙ୍କ ଶରୀରର ପ୍ରକୃତ ଅର୍ଥ ନ ବୁଝି ଭୋଜନ କରେ ଓ ପାନ କରେ, ସେ ନିଶ୍ଚୟ ଦଣ୍ଡନୀୟ ହେବ।


