କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 12:17-19
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 12:17-19 ODCLBSI
ସମସ୍ତ ଶରୀର ଯଦି କେବଳ ଆଖି ହୁଏ, ତେବେ ଶୁଣାଯିବ କିପରି? ପୁଣି ତାହା ଯଦି କେବଳ କାନ ହୁଏ, ତେବେ ଆଘ୍ରାଣ କରାଯିବ କିପରି? ପ୍ରକୃତ ପକ୍ଷେ, ଈଶ୍ୱର ବିଭିନ୍ନ ଅଂଶକୁ ଶରୀରର ବିଭିନ୍ନ ସ୍ଥାନରେ ନିଜ ଇଚ୍ଛା ଅନୁଯାୟୀ ଖଞ୍ଜିଛନ୍ତି। ସେସବୁ କେବଳ ଗୋଟିଏ ଅଙ୍ଗ ହୋଇଥିଲେ, ଶରୀର ସମ୍ଭବ ହୁଅନ୍ତା କିପରି?


