କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 12:28
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 12:28 ODCLBSI
ମଣ୍ଡଳୀରେ ଈଶ୍ୱର ପ୍ରଥମତଃ ପ୍ରେରିତ ଶିଷ୍ୟମାନଙ୍କୁ, ଦ୍ୱିତୀୟତଃ ଭବିଷ୍ୟତ୍ବକ୍ତାମାନଙ୍କୁ, ତୃତୀୟତଃ ଶିକ୍ଷାଗୁରୁମାନଙ୍କୁ ନିଯୁକ୍ତ କରି ଅଛନ୍ତି। ତା’ପରେ ଅଲୌକିକ କାର୍ଯ୍ୟସାଧନକାରୀ, ରୋଗ ସୁସ୍ଥକାରୀ, ସାହାଯ୍ୟକାରୀ, ପ୍ରଶାସନ କାର୍ଯ୍ୟରେ ଦକ୍ଷ ଏବଂ ବିଭିନ୍ନ ଭାଷାରେ କଥା କହିବା ବ୍ୟକ୍ତିମାନଙ୍କୁ ନିଯୁକ୍ତ କରି ଅଛନ୍ତି।


