କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 12:8-10
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 12:8-10 ODCLBSI
ପବିତ୍ରଆତ୍ମାଙ୍କ ଅନୁଗ୍ରହରୁ କେହି ବୁଦ୍ଧିମାନ ହୋଇ ବାକ୍ପଟୁ ହୁଏ ଓ ଆଉ କେହି ଜ୍ଞାନର କଥା କହେ। ସେହି ଏକ ପବିତ୍ରଆତ୍ମା କାହାକୁ ଦିଅନ୍ତି ବିଶ୍ୱାସ ଓ କାହାକୁ ଦିଅନ୍ତି ଆରୋଗ୍ୟ କରିବାର ଶକ୍ତି; କାହାକୁ ଦିଅନ୍ତି ଅଲୌକିକ କାର୍ଯ୍ୟ କରବାର କ୍ଷମତା, କାହାକୁ ଦିଅନ୍ତି ଈଶ୍ୱରଙ୍କ ଭାବବାଣୀ କହିବାର ଶକ୍ତି ଓ କାହାକୁ ବିଭିନ୍ନ ଆତ୍ମା ଚିହ୍ନିବାର ଦକ୍ଷତା; ପୁଣି ସେ କାହାକୁ ଦିଅନ୍ତି ବିଭିନ୍ନ ଭାଷାରେ କଥା କହିବାର ଶକ୍ତି ଓ ଆଉ କାହାକୁ ଦିଅନ୍ତି ସେହି ଭାଷାର ଅର୍ଥ କରିବାର ଦକ୍ଷତା।


