କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:2
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:2 ODCLBSI
ପ୍ରେରଣାପୂର୍ଣ୍ଣ ଧର୍ମପ୍ରଚାର କରିବାକୁ ମୋର ଶକ୍ତି ଥାଇପାରେ। ସମସ୍ତ ବିଷୟରେ ଜ୍ଞାନ ଥାଇପାରେ, ସମସ୍ତ ନିଗୂଢ଼ ତତ୍ତ୍ୱ ବୁଝିବାକୁ ଶକ୍ତି ଥାଇପାରେ, ବିଶ୍ୱାସ ବଳରେ ପାହାଡ଼ ଘୁଞ୍ଚାଇବା ସାମର୍ଥ୍ୟ ଥାଇପାରେ; ତଥାପି ମୋର ପ୍ରେମ ନ ଥିଲେ, ମୁଁ କିଛି ନୁହେଁ।





