କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:4-5
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 13:4-5 ODCLBSI
ପ୍ରେମ ଧୈର୍ଯ୍ୟଶୀଳ ଓ ସଦୟ, ପ୍ରେମ ଈର୍ଷାପର, ଆତ୍ମାଭିମାନୀ ବା ଅହଙ୍କାରୀ ନୁହେଁ। ପ୍ରେମ ଋକ୍ଷ ସ୍ୱଭାବ ବା ସ୍ୱାର୍ଥପର ନୁହେଁ, ଅଯଥା ବିରକ୍ତ ହୁଏ ନାହିଁ। ପ୍ରେମ ତା’ ପ୍ରତି କରାଯାଇଥିବା ଅନ୍ୟାୟର ହିସାବ ରଖେ ନାହିଁ।















