କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:10
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:10 ODCLBSI
କିନ୍ତୁ ଏବେ ମୁଁ ଯାହା ହୋଇଛି, ତାହା ଈଶ୍ୱରଙ୍କ ଅନୁଗ୍ରହରୁ ହୋଇଛି ଏବଂ ମୋ’ ପ୍ରତି ତାଙ୍କର ଅନୁଗ୍ରହ ନିଷ୍ଫଳ ହୋଇ ନାହିଁ। ବରଂ ଅନ୍ୟାନ୍ୟ ସମସ୍ତ ପ୍ରେରିତ ଶିଷ୍ୟମାନଙ୍କଠାରୁ ମୁଁ ଅଧିକ ପରିଶ୍ରମ କରିଛି। ପ୍ରକୃତରେ ଏସବୁ ମୁଁ କରି ନାହିଁ, କିନ୍ତୁ ମୋ’ ପ୍ରତି ଈଶ୍ୱରଙ୍କ ଅନୁଗ୍ରହ ଥିବା ହେତୁ ଏହ ସମ୍ଭବ ହୋଇଛି।


