କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:21-22
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:21-22 ODCLBSI
ଜଣକ ଯୋଗୁଁ ମୃତ୍ୟୁ ଜଗତରେ ପ୍ରବେଶ କଲା। ସେହିପରି ଜଣକ ଯୋଗୁଁ ମୃତମାନଙ୍କର ପୁନରୁତ୍ଥାନ ସମ୍ଭବ ହୋଇଛି। ଆଦମଙ୍କ ସହିତ ସମ୍ପର୍କ ଥିବାରୁ ପ୍ରତ୍ୟେକ ମନୁଷ୍ୟ ମୃତ୍ୟୁଭୋଗ କଲା ପରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ପ୍ରତ୍ୟେକେ ପୁନର୍ଜୀବନ ଲାଭ କରିବେ।



