କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:51-52
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:51-52 ODCLBSI
ଶୁଣ, ମୁଁ ତୁମ୍ଭମାନଙ୍କୁ ଏକ ନିଗୂଢ଼ ସତ୍ୟ ଜଣାଉଛି। ଆମେ ସମସ୍ତେ ମୃତ୍ୟୁ ଭୋଗ କରିବା ନାହିଁ। କିନ୍ତୁ ଶେଷ ତୂରୀ ଧ୍ୱନି ହେବା ସମୟରେ, ଗୋଟିଏ ମୁହୂର୍ତ୍ତରେ, ଆଖି ପଲକରେ ଆମେ ସମସ୍ତେ ରୂପାନ୍ତରିତ ହେବା। ସେତେବେଳେ ମୃତମାନେ ଅମର ହୋଇ ଉତ୍ଥିତ ହେବେ ଏବଂ ଆମେ ସମସ୍ତେ ପରିବର୍ତ୍ତିତ ହେବା।


