କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:58

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 15:58 ODCLBSI

ଅତଏବ ପ୍ରିୟ ଭାଇମାନେ, ଅଟଳ ଓ ଅବିଚଳିତ ରୁହ। ପ୍ରଭୁଙ୍କ କାର୍ଯ୍ୟରେ ସର୍ବଦା ତତ୍ପର ହୁଅ। କାରଣ ତୁମ୍ଭେମାନେ ଜାଣ ଯେ, ପ୍ରଭୁଙ୍କ ପାଇଁ ତୁମ୍ଭମାନଙ୍କର ପରିଶ୍ରମ କେବେହେଲେ ବୃଥା ହେବ ନାହିଁ।