କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 2:10

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 2:10 ODCLBSI

କିନ୍ତୁ ଈଶ୍ୱର ତାଙ୍କ ଆତ୍ମାଙ୍କ ଦ୍ୱାରା ଉକ୍ତ ଗୁପ୍ତ ବିଷୟ ଆମ୍ଭମାନଙ୍କୁ ଜଣାଇଛନ୍ତି। ସେହି ପରମାତ୍ମା ହିଁ ଈଶ୍ୱରଙ୍କ ଗଭୀରତମ ପରିକଳ୍ପନାସବୁର ସନ୍ଧାନ କରନ୍ତି।