କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 2:4-5
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 2:4-5 ODCLBSI
ମୋର ଶିକ୍ଷା ଓ ବାର୍ତ୍ତା, ମନୁଷ୍ୟ ଜ୍ଞାନର ବାକ୍ଚାତୁରୀ ଦ୍ୱାରା ପ୍ରଦତ୍ତ ହୋଇ ନ ଥିଲା। ତାହା ଈଶ୍ୱରଙ୍କ ଆତ୍ମାଙ୍କ ଶକ୍ତିର ନିଶ୍ଚିତ ପ୍ରମାଣ ଦ୍ୱାରା ପ୍ରଚାରିତ ହୋଇଥିଲା। ତେଣୁ ତୁମ୍ଭମାନଙ୍କର ବିଶ୍ୱାସ ମନୁଷ୍ୟର ଜ୍ଞାନ ଉପରେ ଆଧାରିତ ନୁହେଁ, ତାହା ଈଶ୍ୱରଙ୍କ ଶକ୍ତିରେ ପ୍ରତିଷ୍ଠିତ।