କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 4:5

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 4:5 ODCLBSI

ତେଣୁ ନିରୂପିତ ସମୟ ପୂର୍ବରୁ ତୁମ୍ଭେମାନେ କାହାରି ବିଚାର କର ନାହିଁ। ଶେଷ ବିଚାର ପ୍ରଭୁଙ୍କର ଆଗମନ ସମୟରେ ହେବ। ସେ ଅନ୍ଧକାରର ଗୋପନୀୟ ବିଷୟସବୁ ଆଲୋକକୁ ଆଣିବେ। ଲୋକମାନଙ୍କ ମନର ଗୁପ୍ତ ସଙ୍କଳ୍ପସବୁ ପ୍ରକାଶ କରିବେ। ସେତେବେଳେ ପ୍ରତ୍ୟେକେ ଈଶ୍ୱରଙ୍କ ନିକଟରୁ ନିଜ ନିଜର ଯଥୋଚିତ ପ୍ରଶଂସା ପାଇବେ।