କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 5:11
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 5:11 ODCLBSI
ମୋର କହିବାର ଉଦ୍ଦେଶ୍ୟ ହେଉଛି ଯେ ତୁମ୍ଭମାନଙ୍କ ସଙ୍ଗୀ ବୋଲି ପରିଚିତ କୌଣସି ଲୋକ ଯଦି ବ୍ୟଭିଚାରୀ, ଲୋଭୀ, ପ୍ରତିମାପୂଜକ, କୁତ୍ସାରଟନାକାରୀ, ମାତାଲ୍ କିମ୍ବା ଚୋର ହୁଏ, ତେବେ ତାହା ସହିତ ସମସ୍ତ ସମ୍ପର୍କ ଛିନ୍ନ କରିଦେବ। ଏପରି କି, ଏ ଧରଣର ଲୋକ ସହିତ ଖିଆପିଆ ମଧ୍ୟ କରିବ ନାହିଁ।

