କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 7:5

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 7:5 ODCLBSI

ପରସ୍ପରଠାରୁ ସେମାନେ ପୃଥକ୍ ନ ରହନ୍ତୁ। କିନ୍ତୁ ଉଭୟେ ଏକମତ ହୋଇ ପ୍ରାର୍ଥନାରେ କାଳକ୍ଷେପଣ ପାଇଁ କିଛି ସମୟ ପୃଥକ୍ ରହି ପାରନ୍ତି। ଆତ୍ମସଂଯମର ଅଭାବ ହେତୁ ଶୟତାନ ଯେପରି ସେମାନଙ୍କୁ ପ୍ରଲୋଭିତ ନ କରେ, ସେଥିପାଇଁ ସେମାନେ ପୁନର୍ବାର ଏକତ୍ର ହୁଅନ୍ତୁ।