କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 8:1-2

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 8:1-2 ODCLBSI

ଦେବ ପ୍ରସାଦ ସମ୍ପର୍କରେ ମୋର ମନ୍ତବ୍ୟ:- ଆମ ସମସ୍ତଙ୍କର ଜ୍ଞାନ ଅଛି ବୋଲି ଜାଣୁ। ଜ୍ଞାନ ମନୁଷ୍ୟକୁ ଅହଙ୍କାରୀ କରେ, କିନ୍ତୁ ପ୍ରେମ ମଣିଷକୁ ସୁଗଠିତ କରେ। ଯଦି କେହି କୁହେ ଯେ, ସେ କିଛି ଜାଣେ, ବାସ୍ତବରେ ଯାହା ଜାଣିବା ଦରକାର, ତାହା ସେ ଜାଣେ ନାହିଁ।