କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 8:13

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 8:13 ODCLBSI

ସୁତରାଂ କୌଣସି ଖାଦ୍ୟ ଯଦି ମୋ’ ଭାଇର ବିଘ୍ନ ସ୍ୱରୂପ ହୋଇ ତାକୁ ପାପ ପଥରେ କଢ଼ାଇ ନିଏ, ସେହି ଖାଦ୍ୟ ମୁଁ କଦାପି ଗ୍ରହଣ କରିବି ନାହିଁ।