କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 8:6

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ 8:6 ODCLBSI

ତଥାପି ଆମର ଆରାଧ୍ୟ ଈଶ୍ୱର ଏକମାତ୍ର। ସେ ପିତା, ତାଙ୍କ ଦ୍ୱାରା ସମସ୍ତ ବିଷୟ ସୃଷ୍ଟ ଓ ତାଙ୍କ ପାଇଁ ଆମେ ବଞ୍ଚିଛୁ। ପୁଣି ଆମର ଜଣେ ମାତ୍ର ପ୍ରଭୁ: ଯୀଶୁ ଖ୍ରୀଷ୍ଟ। ତାଙ୍କ କର୍ତ୍ତୃକ ସମସ୍ତ ବିଷୟ ସୃଷ୍ଟି ହୋଇଛି ଏବଂ ତାଙ୍କଠାରେ ଆମେ ବଞ୍ଚିଛୁ।