କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 1:21-22

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 1:21-22 ODCLBSI

ସ୍ୱୟଂ ଈଶ୍ୱର ଯୀଶୁ ଖ୍ରୀଷ୍ଟଠାରେ ତୁମ୍ଭମାନଙ୍କର ଓ ଆମ ଜୀବନକୁ ଏକୀଭୂତ କରି ସୁରକ୍ଷା କରିଛନ୍ତି। ସେ ଆମକୁ ପୃଥକ୍ କରିଛନ୍ତି। ଆମ ହୃଦୟରେ ତାଙ୍କ ପବିତ୍ରଆତ୍ମା ହେଉଛନ୍ତି, ଆମ ଉପରେ ଈଶ୍ୱରଙ୍କ ଅଧିକାରର ଚିହ୍ନ ଓ ଭବିଷ୍ୟତରେ ଆମେ ଯାହା ନାଇବୁ, ତାର ପ୍ରତିଭୂ ସ୍ୱରୂପ।