କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 1:6
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 1:6 ODCLBSI
ଆମେ ଯଦି କ୍ଳେଶ ଭୋଗ କରୁ, ତାହା ତୁମ୍ଭମାନଙ୍କର ଉପକାର ଓ ପରିତ୍ରାଣ ନିମନ୍ତେ। ଆମେ ସାନ୍ତ୍ୱନା ପାଇଲେ, ତୁମେ ମଧ୍ୟ ସେହିପାରି ଧୈର୍ଯ୍ୟ ସହକାରେ କ୍ଳେଶ ଭୋଗ କରିବା ପାଇଁ ସାନ୍ତ୍ୱନା ଓ ଶକ୍ତି ପାଇବା।



