କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 1:9

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 1:9 ODCLBSI

ଆମକୁ ମୃତ୍ୟୁ ଦଣ୍ଡାଦେଶ ଦିଆଯାଇଛି ବୋଲଇ ଭାବିଥଲୁ। କିନ୍ତୁ ନିଜ ଉପରେ ନିର୍ଭର ନ କରି ମୃତକୁ ଜୀବନ ଦେଇଥିବା ଈଶ୍ୱରଙ୍କ ଉପରେ ନିର୍ଭର ରଖିବା ପାଇଁ ଏସବୁ ଘଟିଥିଲା।