କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 12:9

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 12:9 ODCLBSI

କିନ୍ତୁ ସେ ମୋତେ କହିଲେ, “ମୋର ଅନୁଗ୍ରହ ତୁମ ନିମନ୍ତେ ଯଥେଷ୍ଟ, ତୁମେ ଦୁର୍ବଳ ହେଲାବେଳେ ମୋର ଶକ୍ତି ସମ୍ପୁର୍ଣ୍ଣ ଭାବରେ ପ୍ରକାଶିତ ହୁଏ।” ତେଣୁ ଖ୍ରୀଷ୍ଟଙ୍କ ଶକ୍ତି ମୋ’ଠାରେ ଅଧିଷ୍ଠାନ କରିବା ନିମନ୍ତେ ମୁଁ ମୋ’ ଦୁର୍ବଳତା ପାଇଁ ଅଧିକ ଦର୍ପ କରିବି ଓ ଆନନ୍ଦିତ ହେବି।

គម្រោង​អាន​និង​អត្ថបទស្មឹងស្មាធិ៍ជាមួយ​ព្រះ ​​ដោយ​ឥត​គិត​ថ្លៃ​ ដែល​ទាក់​ទង​ទៅ​នឹង କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 12:9