କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:16-17

କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:16-17 ODCLBSI

ଏଥିପାଇଁ ଆମେ କେବେ ହତୋତ୍ସାହ ହୋଇ ନାହୁଁ। ଆମ ଶରୀର କ୍ରମେ କ୍ଷୀଣ ହେଉଛି। କିନ୍ତୁ ଆମର ଅନ୍ତରାତ୍ମା ଦିନୁଦିନ ସତେଜ ହେଉଛି। ଏହି ସାମାନ୍ୟ ଓ କ୍ଷଣିକ ଦୁଃଖ ଦୁର୍ଦ୍ଦଶା ଆମ ପାଇଁ ଆଣି ଦେଉଛି ଅତୁଳନୀୟ ଚିରସ୍ଥାୟୀ ଗୌରବର ସମ୍ପଦ।

គម្រោង​អាន​និង​អត្ថបទស្មឹងស្មាធិ៍ជាមួយ​ព្រះ ​​ដោយ​ឥត​គិត​ថ្លៃ​ ដែល​ទាក់​ទង​ទៅ​នឹង କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:16-17