କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:16-17
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:16-17 ODCLBSI
ଏଥିପାଇଁ ଆମେ କେବେ ହତୋତ୍ସାହ ହୋଇ ନାହୁଁ। ଆମ ଶରୀର କ୍ରମେ କ୍ଷୀଣ ହେଉଛି। କିନ୍ତୁ ଆମର ଅନ୍ତରାତ୍ମା ଦିନୁଦିନ ସତେଜ ହେଉଛି। ଏହି ସାମାନ୍ୟ ଓ କ୍ଷଣିକ ଦୁଃଖ ଦୁର୍ଦ୍ଦଶା ଆମ ପାଇଁ ଆଣି ଦେଉଛି ଅତୁଳନୀୟ ଚିରସ୍ଥାୟୀ ଗୌରବର ସମ୍ପଦ।










