କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:6
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:6 ODCLBSI
କାରଣ ଯେଉଁ ଈଶ୍ୱର କହିଥିଲେ, “ଅନ୍ଧକାର ମଧ୍ୟରୁ ଆଲୋକର ଆବିର୍ଭାବ ହେଉ”, ସେହି ଈଶ୍ୱର ଖ୍ରୀଷ୍ଟଙ୍କ ମୁଖରେ ପ୍ରତିଭାତ ଐଶ୍ୱରିକ ମହିମା ଦେଖିବା ପାଇଁ ଆମ ହୃଦୟକୁ ଆଲୋକିତ କରିଛନ୍ତି।



