କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:8-9
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 4:8-9 ODCLBSI
ଆମେ ସବୁ ପ୍ରକାର କ୍ଳେଶ ଭୋଗ କରିଛୁ, କିନ୍ତୁ ଭାଙ୍ଗିପଡ଼ି ନାହୁଁ। ସମୟେ ସମୟେ ବିଚଳିତ ହୋଇ ପଡ଼ିଛୁ କିନ୍ତୁ ହତାଶ ହୋଇ ନାହୁଁ। ଆମେ ନିର୍ଯ୍ୟତାତିତ ହୋଇଛୁ, କିନ୍ତୁ ଈଶ୍ୱର ଆମକୁ କେବେ ପରିତ୍ୟାଗ କରି ନାହାନ୍ତି। ଅନେକ ସମୟରେ ଆମେ ଆଘାତ ପାଇଛୁ, କିନ୍ତୁ ଧ୍ୱଂସ ହୋଇଯାଇ ନାହୁଁ।




