କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:16
କରିନ୍ଥୀୟମାନଙ୍କ ନିକଟକୁ ପାଉଲଙ୍କ ଦ୍ୱିତୀୟ ପତ୍ର 6:16 ODCLBSI
ଈଶ୍ୱରଙ୍କ ମନ୍ଦିରରେ କିପରି ପ୍ରତିମାର ପ୍ରତିଷ୍ଟା ହେଇପାରେ? ଆମେମାନେ ତ ଜୀବନ୍ତ ଈଶ୍ବରଙ୍କ ମନ୍ଦିର, କାରଣ ଈଶ୍ୱର ନିଜେ କହି ଅଛନ୍ତି, “ମୋର ଲୋକମାନଙ୍କ ସହିତ ମୁଁ ବାସ କରିବି ଓ ସେମାନଙ୍କ ମଧ୍ୟରେ ବିଚରଣ କରିବି; ମୁଁ ସେମାନଙ୍କ ଈଶ୍ୱର ହେବି ଓ ସେମାନେ ମୋର ନିଚ ଲୋକ ହେବେ।”


