ପ୍ରେରିତ 1:4-5

ପ୍ରେରିତ 1:4-5 ODCLBSI

ସେମାନେ ଏକତ୍ରିତ ଥିବା ସମୟରେ ଯୀଶୁ ସେମାନଙ୍କୁ ଏହି ଆଜ୍ଞା ଦେଲେ: “ଯିରୂଶାଲମ ପରିତ୍ୟାଗ କର ନାହିଁ। ପିତା ତୁମ୍ଭମାନଙ୍କୁ ଯାହା ପ୍ରଦାନ କରିବେ ବୋଲି ପ୍ରତିଜ୍ଞା କରିଛନ୍ତି ଏବଂ ଯେଉଁ ଦାନ ବିଷୟରେ ମୁଁ ତୁମ୍ଭମାନଙ୍କୁ କହିଥିଲି, ତାହା ପାଇବା ପର୍ଯ୍ୟନ୍ତ ଅପେକ୍ଷା କର। ଯୋହନ ଜଳରେ ଦୀକ୍ଷିତ କରାଇଲେ, କିନ୍ତୁ ଅଳ୍ପ ଦିନ ମଧ୍ୟରେ ତୁମ୍ଭେମାନେ ପବିତ୍ରଆତ୍ମାରେ ଦୀକ୍ଷିତ ହେବ।”

អាន ପ୍ରେରିତ 1