ପ୍ରେରିତ 11:17-18
ପ୍ରେରିତ 11:17-18 ODCLBSI
ଏହା ସୁସ୍ପଷ୍ଟ ଯେ ଆମେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଈଶ୍ୱର ଆମକୁ ଯେଉଁ ଦାନ ଦେଇଥିଲେ, ଅଣଇହୁଦୀମାନଙ୍କୁ ମଧ୍ୟ ସେହି ଦାନ ଦେଇଛନ୍ତି; ମୁଁ ବା କିଏ ଯେ ଈଶ୍ୱରଙ୍କ ଏହି କାର୍ଯ୍ୟକୁ ପ୍ରତିରୋଧ କରିବି!” ସେମାନେ ଏହା ଶୁଣିବା ପରେ ଆଉ ସମାଲୋଚନା ନ କରି ଈଶ୍ୱରଙ୍କ ପ୍ରଶଂସା କରି କହିଲେ, “ତା’ ହେଲେ ଈଶ୍ୱର ଅଣଇହୁଦୀମାନଙ୍କୁ ମଧ୍ୟ ଅନୁତାପ କରିବାକୁ ଓ ବଞ୍ଚିବା ପାଇଁ ସୁଯୋଗ ଦେଇଛନ୍ତି।”