ପ୍ରେରିତ 11:23-24
ପ୍ରେରିତ 11:23-24 ODCLBSI
ସେ ସେଠାରେ ପହଞ୍ଚି ଈଶ୍ୱର ସେହି ଲୋକମାନଙ୍କୁ କିପରି ଆଶୀର୍ବାଦ କରିଛନ୍ତି, ତା’ ଦେଖି ଆନନ୍ଦିତ ହେଲେ ଓ ସର୍ବାନ୍ତଃକରଣରେ ପ୍ରଭୁଙ୍କ ପ୍ରତି ବିଶ୍ୱସ୍ତ ରହି ସଦାଚରଣ କରିବା ପାଇଁ ସେମାନଙ୍କୁ ଉଦ୍ବୋଧନ ଦେଲେ। ବର୍ଣ୍ଣବା ପବିତ୍ରଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଜଣେ ଧାର୍ମିକ ବ୍ୟକ୍ତି ଥିଲେ। ତାଙ୍କ ପ୍ରଚାର ଦ୍ୱାରା ଅନେକ ଲୋକ ପ୍ରଭୁଙ୍କ ନିକଟବର୍ତ୍ତୀ ହେଲେ।